Type Here to Get Search Results !
ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ ସ୍ଥଳରେ ସାମ୍ବାଦିକ ଆବଶ୍ୟକ । ଯୋଗାଯୋଗ ଠିକଣା ମୋବାଇଲ ନଂ:- 8141951002 ସମ୍ପର୍କ କରନ୍ତୁ ।
Header ADS

CMଙ୍କ_ହସ୍ତକ୍ଷେପ_ପରେ_ଆର୍ଥିକ_ସହାୟତା

  


-କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣାରେ ତତ୍ପରତା

-ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଡିଆନାଳି ଗାଁରେ ପହଞ୍ଚି ଜିଲ୍ଲା ପ୍ରଶାସନର ସହାୟତା

-ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରେ ଥିବା ୧୯ ହଜାର ୪୦୦ ଟଙ୍କା ପ୍ରଦାନ କରାଗଲା

-ଏଥିସହ ରେଡ୍‌କ୍ରସ୍‌ ପାଣ୍ଠିରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ

-ଡେଥ୍ ସାର୍ଟିଫିକେଟ ଓ ଲିଗାଲ୍ ହେୟାର ସାର୍ଟିଫିକେଟ ପ୍ରଦାନ କରାଗଲା

-ଫାଷ୍ଟ ଟ୍ରାକ୍ ମୋଡ୍‌ରେ ମେଡିକାଲ ଅଫିସର ପହଞ୍ଚି ପ୍ରଦାନ କଲେ

-ଅସହାୟ ବ୍ୟକ୍ତି ଯେପରି ଏଭଳି ସ୍ଥିତିକୁ ପୁନର୍ବାର ସାମ୍ନା ନ କରନ୍ତି ତଦାରଖ ନିର୍ଦ୍ଦେଶ

-ଗ୍ରାମାଞ୍ଚଳରେ ସରକାରୀ ଓ ବ୍ୟାକିଂ ସହାୟତା ବିନା ବାଧାରେ ପହଞ୍ଚାଇବାକୁ ନିର୍ଦ୍ଦେଶ

-ଏହି ଅଭାବନୀୟ ଘଟଣା ପଛରେ କାହାର ଅବହେଳା ଅଛି ନା ନାହିଁ ଜଣାନ୍ତୁ- ସିଏମ୍‌

-ଅସୁବିଧାକୁ ସାମ୍ନା କଲେ ଭୟଭୀତ ନ ହୋଇ ପ୍ରଶାସନକୁ ଜଣାଇବାକୁ ନିର୍ଦ୍ଦେଶ l

Tags

Post a Comment

0 Comments
* Please Don't Spam Here. All the Comments are Reviewed by Admin.

Hollywood Movies

Header ADS